13.1 C
Bhubaneswar
Sunday, December 7, 2025
Homeଓଡିଶାପ୍ରକାଶ ପାଇଲା ନୂଆପଡା ଭୋଟର ତାଲିକା

ପ୍ରକାଶ ପାଇଲା ନୂଆପଡା ଭୋଟର ତାଲିକା

ଭୁବନେଶ୍ୱର: ପ୍ରକାଶ ପାଇଲା ନୂଆପଡା ବିଧାନସଭାର ଚୂଡାନ୍ତ ଭୋଟର ତାଲିକା । ସବୁ ରାଜନୈତିକ ଦଳ ଉପସ୍ଥିତିରେ ତାଲିକା ପ୍ରକାଶ କଲେ ଜିଲ୍ଲାପାଳ । ନୂଆପଡାରେ ମୋଟ ଭୋଟର ୨ ଲକ୍ଷ ୫୩ ହଜାର ୬୨୪ ଜଣ । ପୁରୁଷ-୧ ଲକ୍ଷ ୨୪ ହଜାର ୧୦୮, ମହିଳା – ୧ ଲକ୍ଷ ୨୯ ହଜାର ୪୯୫ । ବରିଷ୍ଠ ନାଗରିକ- ୧୭୮୬, ଯୁବ ଭୋଟର- ୯୪୨୯, ଭିନ୍ନକ୍ଷମ- ୩୯୮୮ ରହିଛନ୍ତି । ସୂଚନାଥାଉକି, ନଭେମ୍ବର ୧୧ରେ  ନୂଆପଡା ଉପନିର୍ବାଚନ । ନଭେମ୍ବର ୧୪ ତାରିଖରେ ଭୋଟଗଣତି । ନୂଆପଡା ପାଇଁ ୧୩ ଅକ୍ଟୋବରରେ ବିଜ୍ଞପ୍ତି ପ୍ରକାଶ ପାଇବ । ୨୦ ଅକ୍ଟୋବରରେ ପ୍ରାର୍ଥୀପତ୍ର ଦାଖଲର ଶେଷ ତାରିଖ ରହିଛି । ୨୨ ଅକ୍ଟୋବରରେ ପ୍ରାର୍ଥୀପତ୍ର ଯାଞ୍ଚ ହେବ । ୨୪ ତାରିଖ ପ୍ରାର୍ଥୀପ୍ରତ୍ୟାହାରର ଶେଷ ତାରିଖ । ସୂଚନାଥାଉକି,  ନୂଆପଡା ବିଧାୟର୍ରାଜେନ୍ଦ୍ର ଢୋଲକିଆଙ୍କ ପରୋଲୋକ ପରେ   ଆସନ ଖାଲି ରହିଛି । ଉପନିର୍ବାଚନ ନେଇ  କେଉଁ ଦଳ ବାଜିମାତ ମାରିବ ତାକୁ ଦେଖିବା  ପାଇଁ ସମସ୍ତଙ୍କ ଆଶା ରହିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking