28.1 C
Bhubaneswar
Tuesday, February 3, 2026
Homeଓଡିଶାନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ

ଭୁବନେଶ୍ୱରଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଜଣେ ନର୍ସଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳାଇଦେଇଛି। ତାଙ୍କର . ଡ୍ୟୁଟି ସମୟରେ ମୃତ୍ୟୁ ହୋଇଥିବା ସୂଚନା ରହିଛି। ଚନ୍ଦ୍ରଶେଖରପୁର ଥାନା ଅଞ୍ଚଳରେ ଏକ ପ୍ରତିଷ୍ଠିତ ଘରୋଇ ହସ୍ପିଟାଲରେ ଘଟିଛି ଏହି ଅଭାବନୀୟ ଘଟଣା। ହସ୍ପିଟାଲ ବାଥରୁମ୍ ଭିତରୁ ମିଳିଛି ମୃତଦେହ। ଘଟଣା ସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ମୃତ ନର୍ସ ଗଞ୍ଜାମ ଜିଲାର ସୋନାଲି ରାଉତ ବୋଲି ଜଣା ପଡ଼ିଛି। ତେମେ ମୃତ୍ୟୁର ସଠିକ୍ କାରଣ ଜଣାଯାଇନାହିଁ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking