28.1 C
Bhubaneswar
Sunday, March 22, 2026
Homeଓଡିଶାନୂଆଁଖାଇ : ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ନୂଆଁଖାଇ : ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି

ଭୁବନେଶ୍ୱର : ପଶ୍ଚିମ-ଓଡିଶାର ଗଣପର୍ବ ନୂଆଁଖାଇ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶୁଭେଚ୍ଛା ଟ୍ବିଟରେ ରାଷ୍ଟ୍ରପତି ମୁର୍ମୁ ଲେଖିଛନ୍ତି,‘‘ନୂଆଁଖାଇ ଉପଲକ୍ଷେ ଦେଶବାସୀ ବିଶେଷକରି ଓଡ଼ିଶାବାସୀଙ୍କୁ ମୁଁ ହାର୍ଦ୍ଦିକ ଶୁଭେଚ୍ଛା ଜଣାଉଛି । ନୂଆଁଖାଇ ଆମ କୃଷିଭିତ୍ତିକ ଜନଜୀବନର ଏକ ମହାନ ପର୍ବ । ଦେଶର କୃଷକ ଭାଇଭଉଣୀମାନଙ୍କ ପ୍ରତି କୃତଜ୍ଞତା ଜ୍ଞାପନ କରିବାର ଏହା ଏକ ବିଶେଷ ଅବସର । ଏହି ପର୍ବ ସଭିଙ୍କ ଜୀବନକୁ ସୁଖ ସମୃଦ୍ଧିରେ ଭରିଦେଉ, ଏହା ମୋର ଆନ୍ତରିକ କାମନା ।’’

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking