21.1 C
Bhubaneswar
Thursday, January 23, 2025
Homeଓଡିଶାଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ – ସଂସ୍କୃତି ମନ୍ତ୍ରୀ

ଯାତ୍ରାରେ ବନ୍ଦ ହେବ ଅଶ୍ଳୀଳ ନୃତ୍ୟ – ସଂସ୍କୃତି ମନ୍ତ୍ରୀ

ଭୁବନେଶ୍ୱର : ଯାତ୍ରାରେ ଚାଲିଥିବା ଅଶ୍ଲୀଳତା ନୃତ୍ୟ ଯୋଗୁଁ ସମାଜ ଉପରେ ପଡୁଛି କୁପ୍ରଭାବ । ପଥଭ୍ରଷ୍ଟ ହେଉଛନ୍ତି ଯୁବ ସମାଜ । ବନ୍ଦ ହେବ ଯାତ୍ରାରେ ପରିବେଷଣ ହେଉଥିବା ଅଶ୍ଲୀଳତା ନୃତ୍ୟ ।  ଆଉ ଚାଲିବନି ଅଶ୍ଲୀଳ ନୃତ୍ୟ  । କାରଣ ଏପରି ନୃତ୍ୟକୁ ବନ୍ଦ କରିବାକୁ  ଅଣ୍ଟା ଭିଡିଛନ୍ତି  ସଂସ୍କୃତି ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୁରଜ ।  ବିଧାନସଭାରେ ମନ୍ତ୍ରୀ ସୂର‌୍ୟ୍ୟବଂଶୀ ସୁରଜ କହିଛନ୍ତି, ଯାତ୍ରା ରେ ଚାଲୁଥିବା ଅଶ୍ଲୀଳ ନୃତ୍ୟ ଖୁବ୍ ଶିଘ୍ର ବନ୍ଦ ହେବ ।  ଏଥିପାଇଁ ରାଜ୍ୟ ସରକାର ଆଣୁଛନ୍ତି ମାର୍ଗଦର୍ଶିକା ।  ଯାତ୍ରା ପାର୍ଟିରେ ଅଶ୍ଳୀଳ ନୃତ୍ୟ ପରିବେଷଣ ଉପରେ ରୋକ୍ ଲଗାଇବା ପାଇଁ ରାଜ୍ୟ ସରକାର ଗୁରୁତ୍ବର ସହ ବିଚାର କରୁଛନ୍ତି  ବୋଲି ମନ୍ତ୍ରୀ କହିଛନ୍ତି ।

 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking