ଭୁବନେଶ୍ୱର: ସୋସିଆଲ ମିଡିଆରେ ଅଶ୍ଲୀଳ ଭାଷା ପ୍ରୟୋଗ କଲେ ହେବ କଡା ଆକ୍ସନ । ଏନେଇ ସୂଚନା ଦେଲେ ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ସୂଚନା ଦେଇଛନ୍ତି । ଅପଶବ୍ଦ ବ୍ୟବହାର ଉପରେ ଅଙ୍କୁଶ ପାଇଁ ପ୍ରସ୍ତାବ ଦେଇଛନ୍ତି ଆଇନ କମିଶନ । ଅପଶବ୍ଦ ଓ ଘୃଣୀତ ଅପରାଧ ଆକ୍ଟ ଲାଗୁ କରିବାକୁ ଯାଉଛନ୍ତି ସରକାର । ସୋସିଆଲ ମିଡିଆ କୁତ୍ସିତ ହେବାକୁ ଆରମ୍ଭ ହେଲାଣି । କିଛି ଲୋକ ଅଭଦ୍ର ମାନସିକତା ଦେଖାଉଛନ୍ତି ।









