33.1 C
Bhubaneswar
Saturday, April 27, 2024
Homeଓଡିଶାଓଡ଼ିଆ ଆଇଏଏସ ଅଫିସର ଡ.ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ

ଓଡ଼ିଆ ଆଇଏଏସ ଅଫିସର ଡ.ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ

ଭୁବନେଶ୍ୱର : ଡିପିଆଇଆଇଟି ସଚିବ ଡ. ଗୁରୁପ୍ରସାଦ ମହାପାତ୍ରଙ୍କ ପରଲୋକ । ସେ ୧୯୮୬ ଗୁଜୁରାଟ କ୍ୟାଡର୍ ଓଡ଼ିଆ ଆଇଏଏସ ଅଫିସର୍ ଥିଲେ । କୋଭିଡ୍ ପରବର୍ତ୍ତୀ ଜଟିଳତା ପାଇଁ ଗୁରୁପ୍ରସାଦଙ୍କ ପରଲୋକ । ଏୟାରପୋର୍ଟ ଅଥରିଟି ଅଫ ଇଣ୍ଡିଆର ଅଧ୍ୟକ୍ଷ ଭାବେ କାମ କରିଥିଲେ । ବିଶିଷ୍ଟ ସାହିତ୍ୟିକ ମହାପାତ୍ର ନୀଳମଣି ସାହୁଙ୍କ ସେ ପୁତ୍ର ଥିଲେ । ତାଙ୍କ ନିଧନରେ କେନ୍ଦ୍ରମନ୍ତ୍ରୀ ପିୟୂଷ ଗୋଏଲ ଏବଂ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ଗଭୀର ଦୁଃଖ ପକାଶ କରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking