ନକ୍ସଲଙ୍କ ଆକ୍ରମଣରେ ଓଡ଼ିଆ ଯବାନ ସହିଦ

ମାଲକାନଗିରି  : ନକ୍ସଲଙ୍କ ଆକ୍ରମଣରେ ଓଡ଼ିଆ ଯବାନ ସହିଦ । ଛତିଶଗଡ଼ରେ ଗତକାଲି ମାଓ ଅପରେସନ ସମୟରେ ଓଡ଼ିଆ ଯବାନ ପ୍ରକାଶ ଚନ୍ଦ୍ର ଶିଆଳ ଆହତ ହୋଇଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ମେଡ଼ିକାଲରେ ଭର୍ତ୍ତି କରାଯାଇଥିଲା । ହେଲେ ଚିକିତ୍ସାଧୀନ ଅବସ୍ଥାରେ ପ୍ରକାଶ ସହିଦ ହୋଇଥିବା ଜଣାପଡିଛି । ସହିଦ ଯବାନ ପ୍ରକାଶଙ୍କ ଘର ବାଲେଶ୍ବର ଜିଲ୍ଲା ବାହାନଗା ବ୍ଲକ ଗୋପାଳପୁର ଅଞ୍ଚଳର ବୋଲି ଜଣାପଡିଛି । ଛତିଶଗଡ଼ କୋବ୍ରା ୨୦୬ ବାଟାଲିଅନରେ କାର୍ଯ୍ୟରତ ଥିଲେ … Continue reading ନକ୍ସଲଙ୍କ ଆକ୍ରମଣରେ ଓଡ଼ିଆ ଯବାନ ସହିଦ