ରାଜ୍ୟର ସମସ୍ତ ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରାଯିବ

ଭୁବନେଶ୍ବର, : ଦେଶରେ ଅନ୍ୟତମ ଶାସ୍ତ୍ରୀୟ ଭଷାର ମାନ୍ୟତା ଲାଭ କରିଥିବା ଓଡ଼ିଆ ଭାଷାର ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ ଉପରେ ବିସ୍ତୃତ ଆଲୋଚନା ସହିତ ଏହାର ପ୍ରଚାର-ପ୍ରସାର ପାଇଁ ଲକ୍ଷ୍ୟ ନିର୍ଦ୍ଧାରଣ ନିମନ୍ତେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀର ଆୟୋଜନ କରାଯାଉଛି। ଏହି ସମ୍ମିଳନୀ ଆସନ୍ତା ଫେବୃଆରୀ ୩ରୁ ୫ ତାରିଖ ମଧ୍ୟରେ ସ୍ଥାନୀୟ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ଅନୁଷ୍ଠିତ ହେବ । ଏଥିରେ ଛାତ୍ରଛାତ୍ରୀ, ଅଧ୍ୟାପକ ଓ ଅଧ୍ୟାପିକା, ଗବେଷକ, ବୁଦ୍ଧିଜୀବୀ ପ୍ରମୁଖ … Continue reading ରାଜ୍ୟର ସମସ୍ତ ପୌରାଞ୍ଚଳରେ ଓଡ଼ିଆ ଭାଷା ସମ୍ମିଳନୀ ପାଳନ କରାଯିବ