ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଓଡ଼ିଆ ଅଭିନେତ୍ରୀଙ୍କ ମୃତଦେହ

ଭୁବନେଶ୍ୱର : ଘର ଭିତରୁ ଝୁଲନ୍ତା ଅବସ୍ଥାରେ ଓଡ଼ିଆ ଟେଲି ଅଭିନେତ୍ରୀ ରଶ୍ମିରେଖା ଓଝାଙ୍କ ମୃତଦେହ ମିଳିଛି। ଭୁବନେଶ୍ୱର ନୟାପଲ୍ଲୀ ଗଡ଼ ସାହି ସ୍ଥିତ ଭଡ଼ା ଘରୁ ସନ୍ଦେହଜନକ ଅବସ୍ଥାରେ ରଶ୍ମିରେଖାଙ୍କ ମୃତଦେହ ମିଳିବା ପରେ ମୃତ୍ୟୁକୁ ନେଇ ସସ୍‌ପେନ୍ସ ଦେଖାଦେଇଛି। ଏହା ଆତ୍ମହତ୍ୟା ନା ଏହା ପଛରେ ଆଉ କିଛି କାରଣ ରହିଛି ତାକୁ ନେଇ ପ୍ରଶ୍ନ ଉଠିଛି। ଘର ମାଲିକ ରଶ୍ମିରେଖାଙ୍କ ମୃତଦେହ ଫ୍ୟାନ୍‌ରେ ଝୁଲନ୍ତା ଅବସ୍ଥାରେ ଦେଖିବା ପରେ ପୋଲିସ୍‌କୁ ଖବର ଦେଇଥିଲେ। … Continue reading ଭଡ଼ା ଘରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଓଡ଼ିଆ ଅଭିନେତ୍ରୀଙ୍କ ମୃତଦେହ