ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ

ଭୁବନେଶ୍ୱର: ଏଣିକି ଲକ୍ଷଣ ନଥିବା ରୋଗୀଙ୍କୁ ହୋମ ଆଇସୋଲେସନରେ ରହିବାକୁ ଦିଆଯିବ ଅନୁମତି । ଲକ୍ଷଣ ନଥିବା ବା ସାମାନ୍ୟ ଲକ୍ଷଣ ଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ମିଳିବ ଅନୁମତି । ସହରାଂଚଳରେ ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନରେ ରହିବାକୁ ସରକାର ଅନୁମତି ପ୍ରଦାନ କରିଛନ୍ତି । ତେବେ ସର୍ତ୍ତମୂଳକ ଭାବେ ଘରେ ରହି ଚିକିତ୍ସା ହେବାକୁ ସେମାନଙ୍କୁ ଅନୁମତି ମିଳିବ । ପରିବର୍ତ୍ତିତ ନିୟମ ନେଇ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ … Continue reading ଲକ୍ଷଣ ନଥିବା ରୋଗୀଙ୍କୁ ହୋମ୍ ଆଇସୋଲେସନ