24.1 C
Bhubaneswar
Saturday, October 19, 2024
Homeଓଡ଼ିଶା ବିଧାନସଭା ବଜେଟ୍ ଅଧିବେଶନଓଡିଶା ବିଧାନସଭା ବଜେଟ ଅଧିବେଶନ : କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ...

ଓଡିଶା ବିଧାନସଭା ବଜେଟ ଅଧିବେଶନ : କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ

ଭୁବନେଶ୍ବର: ଆସନ୍ତା ଫେବୃଆରୀ ୫ରୁ ବିଧାନସଭାର ବଜେଟ ଅଧିବେଶନ ଆରମ୍ଭ ହେବ। ଏହି ଅଧିବେଶନରେ କାମଚଳା ବଜେଟ ଆଗତ କରାଯିବ। ଏହି ଅଧିବେଶନ ଫେବୃଆରୀ ୫ ତାରିଖରୁ ୧୩ ତାରିଖ ପର୍ଯ୍ୟନ୍ତ ଚାଲିବ ବୋଲି ଜଣାଯାଇଛି। ତେବେ ଏହି ଅଧିବେସନରେ ଦୁଇଟି ନୂଆ କଥା ହେବ। ପ୍ରଥମତଃ ଏହି ଅଧିବେସନ ଷୋଡଶ ବିଧାନସଭାର ଶେଷ ଅଧିବେଶନ ହେବ। ଫେବୃଆରୀ ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ତାଙ୍କର ପ୍ରଥମ ଅଭିଭାଷଣ ରଖିବେ।ସେ ରାଜ୍ୟପାଳ ଭାବେ ନିଯୁକ୍ତ ହେବା ପରେ ଏହାହେବ ତାଙ୍କର ପ୍ରଥମ ଭାଷଣ। ବିଜ୍ଞପ୍ତି ଅନୁସାରେ ଫେବୃଆରୀ ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ଆଗକୁ ସାଧାରଣ ନିର୍ବାଚନ ଅଛି ତେଣୁ ତାପୂର୍ବରୁ ପୂର୍ଣ୍ଣାଙ୍କ ବଜେଟ ବଦଳରେ କାମଚଳା ବଜେଟ ଆଗତ କରାଯିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking