30.1 C
Bhubaneswar
Friday, May 17, 2024
Homeବ୍ରେକୀଙ୍ଗବିଧାନସଭାରେ ଅନଲାଇନରେ ହେବ ପ୍ରଶ୍ନୋତ୍ତର

ବିଧାନସଭାରେ ଅନଲାଇନରେ ହେବ ପ୍ରଶ୍ନୋତ୍ତର

ଭୁବନେଶ୍ୱର : ଅନଲାଇନରେ ଚାଲିବ ବିଧାନସଭାର ପ୍ରଶ୍ନକାଳ । ଫେବୃୟାରୀରେ ଆରମ୍ଭ ହେବାକୁ ଯାଉଛି ଓଡ଼ିଶା ବିଧାନସଭାର ବଜେଟ୍ ଅଧିବେଶନ । ଏହି ବଜେଟ ଅଧିବେଶନରେ ପ୍ରଶ୍ନୋତ୍ତର କାଳକୁ ପେପରଲେସ କରିବା ପାଇଁ  ନିଷ୍ପତ୍ତି ନିଆଯାଇଛି । ବଜେଟ ଅଧିବେଶନରେ ସମସ୍ତ ବିଧାୟକମାନେ ଅନଲାଇନରେ ପ୍ରଶ୍ନ ପଚାରିବେ ଓ ବିଧାୟକଙ୍କ ପ୍ରଶ୍ନର ଉତ୍ତର ମନ୍ତ୍ରୀ ଅନଲାଇନରେ ଦେବେ । ଉତ୍ତର ଗୁଡିକ ବିଧାୟକଙ୍କ ମୋବାଇଲକୁ ସିଧା ପଠାଇ ଦିଆଯିବ । ନାଭା ଆପ ଜରିଆରେ ବିଧାନସଭାରେ ପ୍ରଶ୍ନୋତ୍ତର ଅନଲାଇନରେ ହେବ । ଏନେଇ ସୂଚନା ଦେଇଛନ୍ତି ବାଚସ୍ପତି ଡକ୍ଟର ସୂର୍ଯ୍ୟ ନାରାୟଣ ପାତ୍ର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking