୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ୍ ଉପସ୍ଥାପନ
ଭୁବନେଶ୍ୱର : ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ଆଜି ବିଧାନସଭାରେ ୨୦୨୨-୨୩ ଆର୍ଥିକ ବର୍ଷର ପ୍ରଥମ ୪ ମାସ ପାଇଁ କାମଚଳା ବଜେଟ୍ ଉପସ୍ଥାପନ କରିଛନ୍ତି । ନିଜର ବଜେଟ ଅଭିଭାଷଣରେ ଅର୍ଥମନ୍ତ୍ରୀ କହିଛନ୍ତି ଯେ, ୟୁକ୍ରେନ ଯୁଦ୍ଧ ବିଶ୍ୱ ଅର୍ଥନୀତିକୁ ପ୍ରଭାବିତ କରିଛି । ଏହି ଆର୍ôଥକ ବର୍ଷରେ ଦେଶର ଆର୍ଥିକ ଅଭିବୃଦ୍ଧି ୭.୮ ପ୍ରତିଶତ ରହିବା ଅନୁମାନ କରାଯାଉଛି । ଓଡ଼ିଶାର ଅଭିବୃଦ୍ଧି ହାର ୯ରୁ ୯.୫ ପ୍ରତିଶତ ମଧ୍ୟରେ ରହିବା ଆଶା କରାଯାଉଛି … Continue reading ୨୦୨୨-୨୩ ଆର୍ଥିକ ବର୍ଷର କାମଚଳା ବଜେଟ୍ ଉପସ୍ଥାପନ
Copy and paste this URL into your WordPress site to embed
Copy and paste this code into your site to embed