ଭୁବନେଶ୍ୱର: ସୋମବାର ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନଚରଣ ମାଝୀ ୨୦୨୫-୨୬ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି । ରାଜ୍ୟ ସରକାରଙ୍କ ପ୍ରଥମ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
– ସ୍ୱାସ୍ଥ୍ୟ କ୍ଷେତ୍ରରେ ୨୩,୬୩୫ କୋଟି
– ଶିକ୍ଷା କ୍ଷେତ୍ରରେ ୪୧, ୨୭୩ କୋଟି
– ସାମାଜିକ ସୁରକ୍ଷା କ୍ଷେତ୍ରରେ ୨୪,୨୫୦ କୋଟି
– ମହିଳାଙ୍କ ବିକାଶ ପାଇଁ ୧୭,୯୯୮ କୋଟି
– କୃଷି ଓ ଆନୁଷଙ୍ଗିକ କ୍ଷେତ୍ର ପାଇଁ ୩୭,୮୩୮ କୋଟି
– ଜଳସେଚନ ଓ ବନ୍ୟା ନିୟନ୍ତ୍ରଣ ପାଇଁ ୧୬,୨୭୩ କୋଟି ଟଙ୍କା
– ଗ୍ରାମୀଣ ବିକାଶ ପାଇଁ ୩୯,୨୨୧ କୋଟି
– ସହର ବିକାଶ ପାଇଁ ୯୯୮୫ କୋଟି
– ସମୃଦ୍ଧ କୃଷକ ଯୋଜନା ପାଇଁ ୬୦୦୦ କୋଟ,
– ସିଏମ୍ କିଷାନ ପାଇଁ ୨୦୨୦ କୋଟି ଟଙ୍କା
– ସମଗ୍ର ଶିକ୍ଷା ପାଇଁ ୪୬୮୧ କୋଟି
– ଗୋଦାବରୀଶ ମିଶ୍ର ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ଯୋଜନା ପାଇଁ ୨୯୬୦ କୋଟି
– ସୁଭଦ୍ରା ଯୋଜନାରେ ଚଳିତ ୧୦,୧୪୫ କୋଟି ଟଙ୍କା
– ଓଡ଼ିଶା ପୋଷଣ ମିଶନ ପାଇଁ ୧୦୦ କୋଟି ଟଙ୍କା
– ପର୍ଯ୍ୟଟନ କ୍ଷେତ୍ରରେ ୮୨୦ କୋଟି ଟଙ୍କା
– ସମନ୍ୱିତ ପର୍ଯ୍ୟଟନସ୍ଥଳୀ ହେବ ହୀରାକୁଦ-ଦେବ୍ରିଗଡ଼-ସମ୍ବଲପୁର ଅଞ୍ଚଳ










