ବିଧାନସଭାରେ ଉପସ୍ଥାପନ ହେଲା ୨୮,୨୦୦ କୋଟିର ଅତିରିକ୍ତ ବଜେଟ୍

ଭୁବନେଶ୍ବର : ବିଧାନସଭାରେ ଚଳିତ ଆର୍ଥିକ ବର୍ଷ ପାଇଁ ଅତିରିକ୍ତ ବଜେଟ ଉପସ୍ଥାପନ କରିଛନ୍ତି ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ । ବିପର୍ଯ୍ୟୟ ପରିଚାଳନା ପାଇଁ ସର୍ବାଧିକ ୪୬୯୮ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ପଞ୍ଚାୟତି ରାଜ ବିଭାଗ ପାଇଁ ୪୦୯୩ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି । ଗଣଶିକ୍ଷା ପାଇଁ ୨୮୮୨ କୋଟି ଟଙ୍କାର ବ୍ୟୟ ବରାଦ କରାଯାଇଛି । ଆମ ଓଡ଼ିଶା ନବୀନ ଓଡ଼ିଶା ୧୩୦୨ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି … Continue reading ବିଧାନସଭାରେ ଉପସ୍ଥାପନ ହେଲା ୨୮,୨୦୦ କୋଟିର ଅତିରିକ୍ତ ବଜେଟ୍