28.1 C
Bhubaneswar
Thursday, July 10, 2025
Homeବ୍ରେକୀଙ୍ଗଶ୍ରୀମନ୍ଦିର ଖୋଲିବାକୁ ସରକାର ଅରାଜି

ଶ୍ରୀମନ୍ଦିର ଖୋଲିବାକୁ ସରକାର ଅରାଜି

ଭୁବନେଶ୍ୱର: ଶ୍ରୀମନ୍ଦିର ଓ ରାଜ୍ୟରେ ଅନ୍ୟ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ ମାମଲାରେ ହାଇକୋର୍ଟରେ ଜବାବ ଦାଖଲ କଲେ ରାଜ୍ୟ ସରକାର । ଭକ୍ତଙ୍କ ଭିଡ ଓ କରୋନା ସଂକ୍ରମଣ ବୃଦ୍ଧି ଆଶଙ୍କା କରିଛନ୍ତି ସରକାର । ଧର୍ମାନୁଷ୍ଠାନ ଖୋଲିବା ନେଇ ରାଜ୍ୟ ସରକାର ଅମଙ୍ଗ ହେଉଛନ୍ତି । ଆସନ୍ତା ସପ୍ତାହରେ ହାଇକୋର୍ଟରେ ମାମଲାର ପରବର୍ତ୍ତୀ ଶୁଣାଣି । ଏନେଇ ଆଇନଜୀବୀ ବିଭୂତିଭୂଷଣ ଚୌଧୁରୀ ସୂଚନା ଦେଇଛନ୍ତି । ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସଂପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା ସମ୍ଭବ ନୁହେଁ ବୋଲି ସରକାର ଦର୍ଶାଇଛନ୍ତି। ତେବେ ଗର୍ଭଗୃହ ଛୋଟ ଯୋଗୁଁ ଗହଳି ହେଲେ କରୋନା ସଂକ୍ରମଣ ବଢ଼ିପାରେ ବୋଲି ସରକାର ଦର୍ଶାଇଛନ୍ତି। ଆସନ୍ତା ସପ୍ତହାରେ ମାମଲାର ପରବର୍ତ୍ତୀ ଶୁଣାଣି ପାଇଁ ଧାର୍ଯ୍ୟ ହୋଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking