39.1 C
Bhubaneswar
Friday, April 26, 2024
Homeଓଡିଶାରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ରାଜ୍ୟପାଳ ଓ ତାଙ୍କ ପତ୍ନୀ କରୋନାରେ ଆକ୍ରାନ୍ତ

ଭୁବନେଶ୍ୱର : ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ଟ୍ୱିଟ୍‌ କରି ରାଜ୍ୟପାଳ ସୂଚନା ଦେଇଛନ୍ତି। ରାଜ୍ୟପାଳ ଓ ତାଙ୍କ ପତ୍ନୀ ଉଭୟ କରୋନା ଆକ୍ରାନ୍ତ ହୋଇଛନ୍ତି। କିଛିଦିନ ଭିତରେ ସେମାନଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କରୋନା ଟେଷ୍ଟ କରାଇବାକୁ ସେ ପରାମର୍ଶ ଦେଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking