ଓଡ଼ିଶା ଉପକୂଳରେ ଆଜିଠାରୁ ମାଛଧରା ନିଷେଧ

ଭୁବନେଶ୍ୱର : ଓଡ଼ିଶା ଉପକୂଳରେ ଆଜିଠାରୁ ମାଛଧରା ନିଷେଧ। ନଦୀ ମୁହାଣ ଗୁଡିକରେ ବି ମାଛଧରାରେ ଲଗାଯାଇଛି ଅଙ୍କୁଶ। ଜୁନ ୧୪ ଯାଏ ଅର୍ଥାତ ୬୧ ଦିନ ପାଇଁ ଏହି କଟକଣା ଲାଗୁ ହୋଇଛି। ମତ୍ସ୍ୟସମ୍ପଦର ସଂରକ୍ଷଣ ଉଦ୍ଦେଶ୍ୟରେ ସରକାର ଏପରି ପଦକ୍ଷେପ ନେଇଛନ୍ତି। କେବଳ ସାଢେ ୮ ମିଟର ଲମ୍ବ ପାରମ୍ପରିକ ଡଙ୍ଗାକୁ ଏହି କଟକଣାରୁ ବାଦ କରାଯାଇଛି। ଓଡ଼ିଶା ମତ୍ସ୍ୟ ନିର୍ଦ୍ଦେଶାଳୟ ପକ୍ଷରୁ ଗଞ୍ଜାମ, କୁଜଙ୍ଗ, ବାଲୁଗାଁ, ବାଲେଶ୍ୱର, ପୁରୀ ମତ୍ସ୍ୟ ଅଧିକାରୀଙ୍କୁ ଚିଠି … Continue reading ଓଡ଼ିଶା ଉପକୂଳରେ ଆଜିଠାରୁ ମାଛଧରା ନିଷେଧ