26.1 C
Bhubaneswar
Thursday, January 15, 2026
Homeଓଡିଶାଓଡିଶାକୁ ‘ନିପା’ ବ୍ୟାପିନି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଓଡିଶାକୁ ‘ନିପା’ ବ୍ୟାପିନି: ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ

ଭୁବନେଶ୍ୱର: ପଶ୍ଚିମବଙ୍ଗରେ ନିପା ଭାଇରସରେ ୨ ସ୍ୱାସ୍ଥ୍ୟକର୍ମୀ ଆକ୍ରାନ୍ତ ଘଟଣା । କେନ୍ଦ୍ର ଏଯାଏଁ ନିର୍ଦ୍ଦେଶନାମା ଜାରି କରିନି କହିଲେ ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ । ଏହା ସହ ସେ କହିଛନ୍ତି ଯେ ଯାହା ୨୦୨୩ରେ ମାର୍ଗଦର୍ଶିକା ଆସିଥିଲା, ତାହା ପାଳନ କରାଯାଉ । କେନ୍ଦ୍ର ନିର୍ଦ୍ଦେଶ ନ ଦେବା ଯାଏଁ ଓଡିଶାରେ କୌଣସି ଅସୁବିଧା ହେବ ନାହିଁ । ଭାରତ ସରକାରଙ୍କ ଟିମ୍ ପଶ୍ଚିମବଙ୍ଗ ଯାଇ କାମ କରୁଛନ୍ତି । ଓଡିଶାରେ ଏପର୍ଯ୍ୟନ୍ତ ନିପା ଭାଇରସ୍ ରୋଗୀ ଚିହ୍ନଟ ହୋଇନାହାନ୍ତି । ଓଡିଶାକୁ ଏଯାଏଁ ବ୍ୟାପିନି, ତେଣୁ ଓଡିଶା ଭୟ କରିବା ଦରକାର ନାହିଁ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking