29.4 C
Bhubaneswar
Thursday, April 18, 2024
Homeଓଡିଶାଓଡ଼ିଶା ହୋମ୍ସ ଆଣ୍ଡ କମର୍ସିଆଲ ପ୍ରାଇଭେଟ ଲିମିଟେଡ଼ ଠକେଇ ମାମଲା: ଫେରାର ନିର୍ଦ୍ଦେଶକ ମନୋଜ ପଣ୍ଡାଙ୍କୁ...

ଓଡ଼ିଶା ହୋମ୍ସ ଆଣ୍ଡ କମର୍ସିଆଲ ପ୍ରାଇଭେଟ ଲିମିଟେଡ଼ ଠକେଇ ମାମଲା: ଫେରାର ନିର୍ଦ୍ଦେଶକ ମନୋଜ ପଣ୍ଡାଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର: ଓଡ଼ିଶା ହୋମ୍ସ ଆଣ୍ଡ କମର୍ସିଆଲ ପ୍ରାଇଭେଟ ଲିମିଟେଡ଼ ଠକେଇ ମାମଲାରେ ଫେରାର ନିର୍ଦ୍ଦେଶକ ମନୋଜ ପଣ୍ଡାଙ୍କୁ ଗିରଫ କଲା ଇଓଡବ୍ଲୁ । ଆନ୍ଧ୍ରପ୍ରଦେଶର ଆର୍ଣ୍ଣବରମ ଅଞ୍ଚଳରୁ ଗିରଫ କରିଛି EOW । କମ୍ପାନୀ ବିରୋଧରେ ୨୦ କୋଟି ଟଙ୍କା ଠକେଇ ମାମଲା ରହିଛି । ସ୍ଥାନୀୟ କୋର୍ଟରେ ହାଜର ପରେ ଟ୍ରାଞ୍ଜିଟ ରିମାଣ୍ଡରେ ଅଣାଯାଇଛି । TCS କର୍ମଚାରୀ ରଞ୍ଜନ କୁମାର ମହାପାତ୍ରଙ୍କ ଅଭିଯୋଗ କ୍ରମେ ମାମଲା ରୁଜୁ ହୋଇଛି ।

ଅଧିକ ସମୟ ସ୍ମାର୍ଟଫୋନ ବ୍ୟବହାର କରୁଛନ୍ତି କି ? ଭୋଗିବେ ଏହି ସବୁ ସମସ୍ୟା

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking