41.3 C
Bhubaneswar
Thursday, June 4, 2026
Homeଓଡିଶାଜିରୋ କାଜୁଆଲିଟି ପାଇଁ ବିଶ୍ୱ ପ୍ରସିଦ୍ଧ ଓଡିଶା

ଜିରୋ କାଜୁଆଲିଟି ପାଇଁ ବିଶ୍ୱ ପ୍ରସିଦ୍ଧ ଓଡିଶା

ପୁରୀ: ପୁରୀ ବ୍ରିକ୍ସ ରାଷ୍ଟ୍ର ସମୂହ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଉଦବୋଧନ ଦେଇ କହିଛନ୍ତି, ପୁରୀରେ ବ୍ରିକ୍ସ ସମ୍ମିଳନୀ ଅନୁଷ୍ଠିତ ହୋଇଥିବାରୁ ଖୁସି ପ୍ରକଟ କଲେ ମୁଖ୍ୟମନ୍ତ୍ରୀ । ୧୯୯୯ ମହାବାତ୍ୟା କଥା ମନେ ପକାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ପ୍ରାକୃତିକ ବିପର୍ଯ୍ୟୟରେ ଜିରୋ କାଜୁଆଲିଟି ପାଇଁ ଓଡିଶା ସାରା ବିଶ୍ୱରେ ପରିଚିତ । ଏହି ବୈଠକରୁ ଉପଯୋଗୀ ନିସ୍କର୍ସ ଆଗାମୀ ଦିନରେ କାମରେ ଲାଗିବ । ବିପର୍ଯ୍ୟୟ ଶ୍ରେଷ୍ଠ ପରିଚାଳନା ପଦ୍ଧତି ବ୍ରିକ୍ସ ରାଷ୍ଟ୍ର ପାଇଁ ଉପଯୋଗୀ ହେବ । ବ୍ରିକ୍ସ ସମ୍ମିଳନୀ ଅତ୍ୟନ୍ତ ଉପଯୋଗୀ ସାବ୍ୟସ୍ତ ହେବ କହିଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ଜିରୋ କାଜୁଆଲିଟିକୁ ବଜାୟ ରଖିବାକୁ ସରକାର ପ୍ରୟାସ ଜାରି ରଖିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking