27.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗନିଲମ୍ବିତ ହେଲେ ସରପଞ୍ଚ

ନିଲମ୍ବିତ ହେଲେ ସରପଞ୍ଚ

ବଲାଙ୍ଗୀର : ଜିଲ୍ଲାପାଳ କ୍ଷମତାର ଅପବ୍ୟବହାର କରି ବନ୍ଧା ହୋଇଥିଲେ ସରପଞ୍ଚ । ଏଥିସହ ସରପଞ୍ଚଙ୍କୁ ନିଲମ୍ବନ କରାଯାଇଛି । ଆଦିବାସୀଙ୍କ ଘରଭାଙ୍ଗିବା ପଡ଼ିଲା ମହଙ୍ଗା । ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ସାଲେଭଟା ପଞ୍ଚାୟତ ସରପଞ୍ଚ ହେମକାନ୍ତି ମୁଣ୍ଡା । ହେମକାନ୍ତିଙ୍କୁ ନିଲମ୍ବନ କରିଛି ପଞ୍ଚାୟତି ରାଜ ବିଭାଗ । ଜିଲ୍ଲା ପ୍ରଶାସନର ରିପୋର୍ଟ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି ।ଏବେ ସରପଞ୍ଚଙ୍କ ଅନୁପସ୍ଥିତିରେ ନାଏବ ସରପଞ୍ଚ ଙ୍କୁ ଦାୟିତ୍ୱ ଦିଆଯାଇଛି ।
ସୂଚନାଅନୁଯାୟୀ, ଗତ ଅଗଷ୍ଟ ୧୬ ତାରିଖରେ ୬ ଆଦିବାସୀ ପରିବାରକୁ ମିଳିଥିବା ପ୍ରଧାନମନ୍ତ୍ରୀ ଆବାସ ହେ।।ଜନାରେ ଘରକୁ ବୁଲଡୋଜର ଚଢାଇ ମାଟିରେ ମିଶାଇ ଦେଇଥିଲେ । ଏଘଟଣା ପରେ ଲୋଇସିଂହା ଥାନାରେ ସଂପୃକ୍ତ ସରପଞ୍ଚଙ୍କ ବିରୋଧରେ ଏତଲା ଦାଏର ହୋଇଥିଲା । ଏହା ପରେ ସରପଞ୍ଚ ହେମକାନ୍ତି ପଣ୍ଡା ଓ ତାଙ୍କ ସ୍ୱାମୀ ମୋହନ ମୁଣ୍ଡାଙ୍କୁ ଗିରଫ କରାଯାଇଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking