25.8 C
Bhubaneswar
Saturday, July 27, 2024
Homeଓଡିଶାଓଡ଼ିଶା ଗବେଷଣା କେନ୍ଦ୍ରର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଓଡ଼ିଶା ଗବେଷଣା କେନ୍ଦ୍ରର ଉଦଘାଟନ କରିବେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର:  ଉଚ୍ଚ ଗବେଷଣା କ୍ଷେତ୍ରରେ ରାଜ୍ୟରେ ନୂଆ ସମ୍ଭାବନା । ଆଜି ଓଡ଼ିଶା ଗବେଷଣା କେନ୍ଦ୍ରର ଉଦଘାଟନ କରିବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ରାଜଧାନୀ ଭୁବନେଶ୍ବରରେ IIT ଖଡ଼ଗପୁରର ଏକ୍ସଟେନସନ କ୍ୟାମ୍ପସରେ ଓଡ଼ିଶା ରିସର୍ଚ୍ଚ ସେଣ୍ଟର ପ୍ରତିଷ୍ଠା ହେବାକୁ ଯାଉଛି । ଭୁବନେଶ୍ବର CSIR ଇନଷ୍ଟିଚ୍ୟୁଟ ଅଫ ମିନେରାଲ ଆଣ୍ଡ ମ୍ୟାଟେରିଆଲ ଟେକ୍ନୋଲୋଜି କ୍ୟାମ୍ପସରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେବେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ।

ରାଜ୍ୟର କଳା, ସଂସ୍କୃତି, ଇତିହାସ ଓ ରାଜନୀତିରେ ଉଚ୍ଚସ୍ତରୀୟ ଗବେଷଣା ପାଇଁ ଏହି ଅନୁଷ୍ଠାନ ନୂଆ ସୁଯୋଗ ସୃଷ୍ଟି କରିବା ଲକ୍ଷ୍ୟ ରଖାଯାଇଛି । କେନ୍ଦ୍ର ଶିକ୍ଷା ମନ୍ତ୍ରାଳୟ, ICSSR, ଇଣ୍ଡଆନ ନଲେଜ ସିଣ୍ଟମ ଡିଭିଜନ, IIM ସମ୍ବଲପୁର, IIT ଖଡ଼ଗପୁର ଓ IIT ଭୁବନେଶ୍ବରର ମିଳିତ ସହଯୋଗରେ ଓଡ଼ିଶା ରିସର୍ଚ୍ଚ ସେଣ୍ଟରର ପ୍ରତିଷ୍ଠା ହେବାକୁ ଯାଉଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking