ଭୁବନେଶ୍ୱର: ଓଡିଶା ଗାଇଲା ‘ବନ୍ଦେ ମାତରମ୍’ । ରାଜ୍ୟର ସବୁ ଶିକ୍ଷାନୁଷ୍ଠାନରେ ସାମୂହିକ ‘ବନ୍ଦେ ମାତରମ୍’ ଗାନ କଲେ । ‘ବନ୍ଦେ ମାତରମ୍’ର ୧୫୦ତମ ବାର୍ଷିକୀ ଅବସରରେ ସାମୂହିକ ଗାନ କଲେ । ରାଜ୍ୟର ସମସ୍ତ ବିଦ୍ୟାଳୟ, ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟରେ ସାମୂହିକ ବନ୍ଦେ ମାତରମ୍ ଗାନ କରିଛନ୍ତି । ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟତ୍ରୀଙ୍କ ଦ୍ୱାରା ସାମୂହିକ ଗାନ କଲେ ।









