35.1 C
Bhubaneswar
Tuesday, April 23, 2024
Homeଓଡିଶାକରୋନା ଆତଙ୍କ : ଆଗୁଆ ମିଳିବ ୪ ମାସର ଭତ୍ତା

କରୋନା ଆତଙ୍କ : ଆଗୁଆ ମିଳିବ ୪ ମାସର ଭତ୍ତା

ଭୁବନେଶ୍ୱର : କରୋନାର ମୁକାବିଲା ପାଇଁ ରାଜ୍ୟ ସରକାର ନେଇଛନ୍ତି ବଡ଼ ନିଷ୍ପତ୍ତି । ରାଜ୍ୟରେ ସାମାଜିକ ସଶକ୍ତିକରଣ ବିଭାଗ ପକ୍ଷରୁ ପ୍ରଦାନ କରାଯାଉଥିବା ବାର୍ଦ୍ଧକ୍ୟ ଭତ୍ତା ଓ ବିଧବା ଭତ୍ତା ଆଗୁଆ ୪ ମାସର ଦେବା ଲାଗି ସରକାର ଘୋଷଣା କରିଛନ୍ତି।ଖୁବଶୀଘ୍ର ଏପ୍ରିଲ, ମେ, ଜୁନ୍ ଓ ଜୁଲାଇ ମାସ ପାଇଁ ଆଗୁଆ ଭତ୍ତା ଦିଆଯିବ। ମୁଖ୍ୟମନ୍ତ୍ରୀଙ୍କ ସ୍ୱୀକୃତି ପରେ ସାମାଜିକ ସଶକ୍ତିକରଣ ମନ୍ତ୍ରୀ ଅଶୋକ ପଣ୍ଡା ଗଣମାଧ୍ୟମକୁ ଏନେଇ ସୂଚନା ଦେଇଛନ୍ତି। ଏହି ନିଷ୍ପତ୍ତି ଫଳରେ ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହେବେ । ଆତଙ୍କ ଖେଳାଇଚାଲିଛି ମହାମାରୀ କରୋନା।।ସେଥିପାଇଁ ରାଜ୍ୟ ସରକାର ବି ହୋଇଛନ୍ତି ତତ୍ପର ।
https://onakhabar.com/2020/03/17/1000-bed-for-isolation-ward-to-be-opened-in-scb-cuttack/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking