15.1 C
Bhubaneswar
Wednesday, December 17, 2025
Homeଓଡିଶାଫାର୍ମା ହବ୍ ହେବ ଓଡିଶା: ମୁଖ୍ୟମନ୍ତ୍ରୀ

ଫାର୍ମା ହବ୍ ହେବ ଓଡିଶା: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଫାର୍ମା ସମ୍ମିଳନୀରେ ନିବେଶକଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଅନୁରୋଧ । ଓଡିଶାରେ ଫାର୍ମା ସେକ୍ଟରରେ ନିବେଶ ପାଇଁ ଅନୁରୋଧ କଲେ ମୁଖ୍ୟମନ୍ତ୍ରୀ । ମୁଖ୍ୟମନ୍ତ୍ରୀ କହଛନ୍ତି ଯେ ସମସ୍ତ ପ୍ରକାର ସାହାଯ୍ୟ, ସହେଯାଗ ଯୋଗାଇ ଦେବେ ସରକାର । ଦେଶରେ ଫାର୍ମା ହବ୍ ହେବ ଓଡିଶା । ଫାର୍ମା ସମ୍ମିଳନୀରେ ମୋଟ ୪୨ଟି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଏହା ଦ୍ୱାରା ମୋଟ ୩୮,୪୦୬ ନିଯୁକ୍ତି ସୁଯୋଗ ସୃଷ୍ଟି ହେବ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking