17.1 C
Bhubaneswar
Wednesday, February 4, 2026
Homeଓଡିଶାପୁଣି ବର୍ଷାରେ ଭିଜିବ ଓଡ଼ିଶା

ପୁଣି ବର୍ଷାରେ ଭିଜିବ ଓଡ଼ିଶା

ଭୁବନେଶ୍ୱର: ଆସନ୍ତା କାଲି ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର । ଆସନ୍ତାକାଲି ଉତ୍ତର ପଶ୍ଚିମ ତଥା ଏହାର ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର । ଯାହାର ପ୍ରଭାବରେ ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷାର ସମ୍ଭାବନା ରହିଛି ।ଆସନ୍ତା ୨୪ ଘଣ୍ଟା ପାଇଁ ୨୩ ଜିଲ୍ଲାକୁ ଜାରି ହେଲା ୟେଲୋ ଆଲର୍ଟ । ସେହିସବୁ ଜିଲ୍ଲା ଗୁଡ଼ିକ ହେଲା ମୟୁରଭଂଜ, କେଉଁଝର, ବାଲେଶ୍ଵର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ମାଲକାନାଗିରି, କୋରାପୁଟ,ରାୟଗଡ଼ା।ଏହି ସବୁ ଜିଲ୍ଲାରେ ବିଜୁଳି ଘଡ଼ଘଡ଼ି ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ଅଛି ।  ଘଣ୍ଟାପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବା ନେଇ ମଧ୍ୟ ସତର୍କ କରାଯାଇଛି ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking