41.1 C
Bhubaneswar
Sunday, April 28, 2024
Homeଓଡିଶା୧୦ ଡିଗ୍ରୀ ତଳେ ରାଜ୍ୟର ୯ଟି ସହର

୧୦ ଡିଗ୍ରୀ ତଳେ ରାଜ୍ୟର ୯ଟି ସହର

ଭୁବନେଶ୍ୱର : ସାରା ରାଜ୍ୟରେ ଶୀତର ଲହରୀ ଜାରି ରହିଛି । ୫.୫ ଡିଗ୍ରୀ ସହ ଫୁଲବାଣୀ ହୋଇଛି ରାଜ୍ୟର ଶୀତଳ ସହର । ୧୦ ଡିଗ୍ରୀ ତଳେ ରହିଛି ରାଜ୍ୟର ୯ଟି ସହର । ତେବେ ଝାରସୁଗୁଡାରେ ୭.୬ ଡିଗ୍ରୀ, ଅନୁଗୁଳରେ ୮.୬ ଡିଗ୍ରୀ, ଦାରିଙ୍ଗବାଡିରେ ୯ ଡିଗ୍ରୀ, ବାରିପଦାରେ ୮.୫ ଡିଗ୍ରୀ, କୋରାପୁଟରେ ୮.୬ ଡିଗ୍ରୀ, କେନ୍ଦୁଝରରେ ୯.୫ ଡିଗ୍ରୀ, ଭବାନୀପାଟଣାରେ ୯.୨ ଓ ବଲାଙ୍ଗୀରରେ ୯.୪ ଡିଗ୍ରୀ ରେକର୍ଡ କରାଯାଇଛି । ସେହିପରି କଟକରେ ୧୧ ଡିଗ୍ରୀ ଓ ଭୁବନେଶ୍ୱରରେ ୧୩.୯ ଡିଗ୍ରୀ ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking