38.1 C
Bhubaneswar
Tuesday, April 23, 2024
Homeଓଡିଶାପ୍ରବଳ ବର୍ଷା : ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି

ପ୍ରବଳ ବର୍ଷା : ଏହି ସବୁ ଜିଲ୍ଲାକୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗରରେ ଆଜି ଆଉ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ୨୬ ତାରିଖ ଯାଏ ରାଜ୍ୟରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆଶଙ୍କା ରହିଛି । ଏହାସହ ଆଜି ୯ ଜିଲ୍ଲାକୁ ଅରେଞ୍ଜ ଓ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତେବେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ, ମୟୂରଭଞ୍ଜ, କେନ୍ଦୁଝର, ଢେଙ୍କାନାଳକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ଅନୁଗୁଳ, ଦେବଗଡ଼, ସୁନ୍ଦରଗଡ଼, ପୁରୀ, କନ୍ଧମାଳ ଓ ବୌଦ୍ଧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking