29.1 C
Bhubaneswar
Monday, May 6, 2024
Homeଓଡିଶା୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ଛେଚିବ

୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ, ପ୍ରବଳ ଛେଚିବ

ଭୁବନେଶ୍ୱର : ଉତ୍ତର ବଙ୍ଗୋପସାଗର ଓ ତାର ଆଖପାଖ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣବଳୟ ପ୍ରଭାବରେ ଲଘୁଚାପ ସୃଷ୍ଟି ହୋଇପାରେ । ଏହାର ପ୍ରଭାବରେ ରାଜ୍ୟର ୬ଟି ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି । ସେହି ୬ଟି ଜିଲ୍ଲାଗୁଡିକ ହେଉଛି- ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର, ଯାଜପୁର ଓ ଭଦ୍ରକ । ଏହି ସମ୍ଭାବ୍ୟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଆଜି ଠାରୁ ୩ ଦିନ ପର୍ଯ୍ୟନ୍ତ ବିଭିନ୍ନ ଜିଲ୍ଲାର ଅଧିକାଂଶ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ଏହା ସହ ଗୋଟିଏ କି ୨ଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ରହିଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking