33.1 C
Bhubaneswar
Monday, May 6, 2024
Homeଓଡିଶାପ୍ରବଳ ଥଣ୍ଡାରେ ଥରୁଛି ରାଜ୍ୟ

ପ୍ରବଳ ଥଣ୍ଡାରେ ଥରୁଛି ରାଜ୍ୟ

ଭୁବନେଶ୍ବର : ରାଜ୍ୟରେ ଜାରି ରହିଛି ଶୀତଲହରୀ। ଉତ୍ତର ଦିଗରୁ ଥଣ୍ଡା ପବନ ବହିବାରୁ ପ୍ରବଳ ଥଣ୍ଡାରେ ଥରୁଛି ରାଜ୍ୟ। ଝାରସୁଗୁଡ଼ା, ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, କଳାହାଣ୍ଡି ଏବଂ ନବରଙ୍ଗପୁରରେ ପ୍ରବଳ ଶୀତ ଅନୁଭୁତ ହୋଇଛି। ଅଧିକାଂଶ ଜିଲ୍ଲାର ସର୍ବନିମ୍ନ ତାପମାତ୍ରା ୧୫ ଡିଗ୍ରୀ ତଳେ ରହିଛି। ବହୁ ସ୍ଥାନରେ ତାପମାତ୍ରା ସ୍ୱାଭାବିକ ତାପମାତ୍ରା ଠାରୁ ୩ରୁ ୫ଡିଗ୍ରୀ କମ୍‌ ରହିଛି। ୧୦ ଡିଗ୍ରୀ ତାପମାତ୍ରା ତଳେ ୮ ସହର ରହିଛି। ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ଶୀତ ଅନୁଭୁତ ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ପରେ ସ୍ୱାଭାବିକ ତାପମାତ୍ରାରେ ବୃଦ୍ଧି ଘଟିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking