17.1 C
Bhubaneswar
Monday, November 18, 2024
Homeଓଡିଶାପୁଣି ଭିଜିବ ଓଡ଼ିଶା; ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ପୁଣି ଭିଜିବ ଓଡ଼ିଶା; ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ

ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ସେପ୍ଟେମ୍ବର ୭ ତାରିଖ ଅର୍ଥାତ୍‌ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ୮ ତରିଖରୁ ଦକ୍ଷିଣ ଓଡିଶା ଏବଂ ୯ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking