ପୁଣି ଭିଜିବ ଓଡ଼ିଶା; ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ
ଭୁବନେଶ୍ୱର: ପୁଣି ଲଘୁଚାପ ବର୍ଷାରେ ଭିଜିବ ଓଡ଼ିଶା । ସେପ୍ଟେମ୍ବର ୭ ତାରିଖ ଅର୍ଥାତ୍ ଆସନ୍ତାକାଲି ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ପରବର୍ତ୍ତୀ ୪୮ ଘଣ୍ଟା ମଧ୍ୟରେ ଏହା ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପର ରୂପ ନେବାର ସମ୍ଭାବନା ରହିଛି । ଫଳରେ ଏହା ପ୍ରଭାବରେ ୮ ତରିଖରୁ ଦକ୍ଷିଣ ଓଡିଶା ଏବଂ ୯ ତାରିଖରେ ରାଜ୍ୟରେ ବିସ୍ତୃତ ବର୍ଷା ହେବାର ସମ୍ଭାବନା ରହିଛି । ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ … Continue reading ପୁଣି ଭିଜିବ ଓଡ଼ିଶା; ଆସନ୍ତାକାଲି ସୃଷ୍ଟି ହେବ ଘୂର୍ଣ୍ଣିବଳୟ
Copy and paste this URL into your WordPress site to embed
Copy and paste this code into your site to embed