33.1 C
Bhubaneswar
Friday, April 26, 2024
Homeବ୍ରେକୀଙ୍ଗବଡ଼ ଖବର : ରାଜ୍ୟରେ ସଂକ୍ରମଣ ୨ଲକ୍ଷ ଟପିଲା : ଆଜି ୩୦ ଜିଲ୍ଲାରୁ ୪୦୨୮କରୋନା...

ବଡ଼ ଖବର : ରାଜ୍ୟରେ ସଂକ୍ରମଣ ୨ଲକ୍ଷ ଟପିଲା : ଆଜି ୩୦ ଜିଲ୍ଲାରୁ ୪୦୨୮କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ୱର:ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିଚାଲିଛି । ରାଜ୍ୟର ୩୦ ଜିଲ୍ଲାରୁ ୪୦୨୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ହୋଇଥିବା ନୂଆ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୨୪୬୨ସଙ୍ଗରୋଧ କେନ୍ଦ୍ରରୁ ଓ ୧୭୪୬ ସ୍ଥାନୀୟ ଅଞ୍ଚଳରୁ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୨୦୧୦୯୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୦୧୦୯୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୩୯୨୩୨ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୬୧୦୪୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking