16.1 C
Bhubaneswar
Thursday, February 5, 2026
Homeଓଡିଶାଦିଲ୍ଲୀ ପରେଡ୍‌ରେ ଚାଲିବ ଓଡିଶା ପ୍ରଜ୍ଞାପନ ମେଢ

ଦିଲ୍ଲୀ ପରେଡ୍‌ରେ ଚାଲିବ ଓଡିଶା ପ୍ରଜ୍ଞାପନ ମେଢ

ଭୁବନେଶ୍ୱର: ସାଧାରଣତନ୍ତ୍ର ଦିବସ ପରେଡ୍‌ରେ ପ୍ରଦର୍ଶିତ ହେବ ଓଡିଶାର ପ୍ରଜ୍ଞାପନ ମେଢ। ୧୭ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳ ତାଲିକାରେ ସ୍ଥାନ ପାଇଲା ଓଡିଶା। ଓଡିଶାର କଳାକୃତିକୁ ଆଧାର କରି ପ୍ରସ୍ତାବିତ ପ୍ରଜ୍ଞାପନ ମେଢକୁ ମଞ୍ଜୁରୀ ମିଳିଛି। ଏନେଇ ମଞ୍ଜୁରୀ ଦେଲା କେନ୍ଦ୍ର ପ୍ରତିରକ୍ଷା ମନ୍ତ୍ରାଳୟ। ଜାନୁଆରୀ ୧୯ ସୁଦ୍ଧା କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ସିଚବଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking