27.1 C
Bhubaneswar
Sunday, July 7, 2024
Homeଓଡିଶାଓଡିଆ ଭାଷାରେ ସରକାରୀ କାର୍ଯ୍ୟ ହେବ : ମୁଖ୍ୟମନ୍ତ୍ରୀ

ଓଡିଆ ଭାଷାରେ ସରକାରୀ କାର୍ଯ୍ୟ ହେବ : ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର : ଓଡିଆ ଭାଷାରେ ହେବ ସରକାରୀ କାର୍ଯ୍ୟ । ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କ ଘୋଷଣା । ଆବଶ୍ୟକ ପଡିଲେ ଆଇନରେ ସଂଶୋଧନ କରାଯିବ । ଓଡିଆ ଭାଷା ପ୍ରତିଷ୍ଠାନର ପୁନର୍ଗଠନ କରାଯିବ । ଓଡିଆ ଭାଷା ଓ ସାହିତ୍ୟର ପ୍ରସାର ପାଇଁ ଅନୁଦାନ ଏକାଡେମୀ ହେବ । ଗଠନ ହେବ ଓଡିଆ ଅସ୍ମିତା ଭବନ । ଭାଷା କମିଶନ ଗଠନ କରାଯିବ । ପ୍ରତ୍ୟେକ ଜିଲ୍ଲାରେ ସମନ୍ୱୟ ସଂସ୍କୃତି ଭବନ ନିର୍ମାଣ ହେବ । ଜିଲ୍ଲାରେ କଳା ସଂସ୍କୃତିକୁ ପ୍ରୋତ୍ସାହିତ କରାଯିବ । ଉଚ୍ଚବିଦ୍ୟାଳୟ ସ୍ତରରେ ଓଡିଆ ଭାଷା ଶିକ୍ଷକ ନିଯୁକ୍ତି ହେବେ । ବରୁଣେଇରେ ପାଇକ ଏକାଡେମୀ ଓ ସ୍ମାରକୀ ନିର୍ମାଣ ତ୍ୱରାନ୍ୱିତ ହେବ । ବିଭିନ୍ନ ଐତିହ୍ୟପୀଠର ବିକାଶକୁ ଗୁରୁତ୍ୱ ଦିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking