30.1 C
Bhubaneswar
Thursday, April 25, 2024
Homeବ୍ରେକୀଙ୍ଗଅକ୍ଟୋବର ୧୨ରୁ ୧୯ ଓଜେଇଇ

ଅକ୍ଟୋବର ୧୨ରୁ ୧୯ ଓଜେଇଇ

ଭୁବନେଶ୍ୱର : ଅକ୍ଟୋବର ୧୨ରୁ ୧୯ ଯାଏ ରାଜ୍ୟରେ ହେବ ଓଜେଇଇ ପରୀକ୍ଷା । ରାଜ୍ୟ ଓ ରାଜ୍ୟ ବାହାରର ୫୩ କେନ୍ଦ୍ରରେ ଏହି ପରୀକ୍ଷା । ରାଜ୍ୟ ବାହାରେ ରାଞ୍ଚି, ପାଟନା ଓ କୋଲକାତାରେ ବି ପରୀକ୍ଷା ପାଇଁ କେନ୍ଦ୍ର ହୋଇଛି । ଏଥର ସିବିଟି ବା କମ୍ପୁଟର ଭିତ୍ତିକ କରୀକ୍ଷା ହେବା ନେଇ ସୂଚନା ମିଳିଛି । ଏନେଇ ସୂଚନା ଦେଇଛନ୍ତି ଓଜେଇଇ ଅଧ୍ୟକ୍ଷ ସୁଦୀପ କୁମାର ଚାନ୍ଦ । ତେବେ କୋଭିଡ ଯୋଗୁଁ ମେ ପ୍ରଥମ ସପ୍ତାହରେ ହେବାକୁ ଥିବା ଓଜେଇଇ ପରୀକ୍ଷା ସ୍ଥଗିତ ରହିଥିଲା ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking