30.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗଘୁଂଚିଲା ଓଜେଇଇ

ଘୁଂଚିଲା ଓଜେଇଇ

ଭୁବନେଶ୍ୱର: କରୋନା ପାଇଁ ଘୁଂଚିଛି ଓଜେଇଇ ଅନଲାଇନ ପରୀକ୍ଷା । ଦକ୍ଷତା ବିକାଶ ଓ ବୈଷୟିକ ଶିକ୍ଷା ବିଭାଗ ପକ୍ଷରୁ ଏନେଇ ସୂଚନା ପ୍ରଦାନ କରାଯାଇଛି । ସେପ୍ଟେମ୍ବର ୯ରୁ ୧୫ ତାରିଖ ଯାଏଁ ହେବାକୁ ଥିଲା ପରୀକ୍ଷା । ରାଜ୍ୟରେ ୨୧ଟି ଓ ରାଜ୍ୟ ବାହାରେ ୩ଟି ପରୀକ୍ଷା କେନ୍ଦ୍ର ହୋଇଥିଲା । ରାଂଚି, କୋଲକାତା ଓ ପାଟନାରେ ପରୀକ୍ଷା କେନ୍ଦ୍ର ହୋଇଥିଲା । ତେବେ ଆସନ୍ତା ମାସରେ ଓଜେଇଇ ଅନଲାଇନ ପରୀକ୍ଷା ହୋଇପାରେ ବୋଲି ସୂଚନା ମିଳିଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking