35.1 C
Bhubaneswar
Sunday, May 19, 2024
Homeଓଡିଶାନାଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ନାଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର

ତେଲକୋଇ: ନାଳରୁ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର। କେନ୍ଦୁଝର ଜିଲ୍ଲା ତେଲକୋଇ ଥାନା କରଦାଙ୍ଗି ଗ୍ରାମ ଘୁରୁଡ଼ିଆ ନାଳରୁ ଜଣେ ବୃଦ୍ଧାଙ୍କ ମୃତଦେହ ଉଦ୍ଧାର ହୋଇଛି। ବୃଦ୍ଧା ଜଣଙ୍କ ସ୍ଥାନୀୟ ଖଯୁରିଆ ସାହିର କଳାବତି ବେହେରା (୬୫ ବର୍ଷ) ବୋଲି ଜଣାପଡ଼ିଛି। ସୂଚନାନୁଯାୟୀ, ଖଯୁରିଆ ସାହିର କଳାବତି ବେହେରା ଘୁରୁଡ଼ିଆ ନାଳକୁ ଗାଧୋଇବାକୁ ଯାଇଥିଲେ। କୌଣସି କାରଣବଶତଃ ସେ ପାଣିରେ ବୁଡି ତାଙ୍କର ମୃତ୍ୟୁ ହୋଇଛି । ଖବର ପାଇ ତେଲକୋଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚିଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking