29.1 C
Bhubaneswar
Thursday, May 2, 2024
Homeଓଡିଶାବିବାହ ବନ୍ଧନରେ ବାନ୍ଧିହେଲେ ଲିପ୍ସା

ବିବାହ ବନ୍ଧନରେ ବାନ୍ଧିହେଲେ ଲିପ୍ସା

ଭୁବନେଶ୍ୱର: ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି ଓଲିଉଡ଼ ଅଭିନେତ୍ରୀ ଲିପ୍ସା ମିଶ୍ର । ପ୍ରତିଷ୍ଠିତ ବ୍ୟବସାୟୀ ଆକାଶ ମିଶ୍ରଙ୍କୁ ଜୀବନ ସାଥୀ କରିଛନ୍ତି ଲିପ୍ସା । ସୋମବାର ଭୁବନେଶ୍ୱରରେ ଚନ୍ଦ୍ରଶେଖରପୁରରେ ଉଭୟଙ୍କ ବିବାହ ସମ୍ପନ୍ନ ହୋଇଛି । ଅଭିନେତ୍ରୀଙ୍କ ବିବାହ ଉତ୍ସବରେ ବହୁ ଓଲିଉଡ ଅଭିନେତା , ଅଭିନେତ୍ରୀଙ୍କ ସମେତ ପ୍ରତିଷ୍ଠିତ ବ୍ୟକ୍ତି ସାମିଲ ହୋଇଥିଲେ । ପ୍ରତିଷ୍ଠିତ ବ୍ୟବସାୟୀ ଆକାଶ ଆଚାର୍ଯ୍ୟଙ୍କ ସହ ଭୁବନେଶ୍ବରର ଚନ୍ଦ୍ରଶେଖରପୁରରେ ଥିବା ଏକ ମଣ୍ତପରେ ଲିପ୍ସାଙ୍କ ବିବାହ ସମ୍ପନ୍ନ ହୋଇଛି । ଏହି ବିବାହ ଉତ୍ସବରେ ଓଲିଉଡର ବହୁ କଳାକାର ଯୋଗ ଦେଇ ନବ ଦମ୍ପତିଙ୍କୁ ଶୁଭେଚ୍ଛା ଜଣାଇଥିଲେ।

ନବ ଦାସ ପ୍ରସଙ୍ଗରୁ ନଜର ହଟାଇବାକୁ ବିଜେଡିର ଆନ୍ଦୋଳନ: ଲେଖାଶ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking