ଦେଶର ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି

ନୂଆଦିଲ୍ଲୀ: ଦେଶର ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି ପାଇଛି । ସେମାନଙ୍କ ମଧ୍ୟରୁ ୪୮୮ ଜଣ ସୁସ୍ଥ ହେଲେଣି। ମହାରାଷ୍ଟ୍ରରେ ସର୍ବାଧିକ ୪୫୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଦିଲ୍ଲୀରେ ୩୫୧, ତାମିଲନାଡୁ ୧୧୮, ଗୁଜରାଟ ୧୧୫ ଓ କେରଳରେ ୧୦୯ ଜଣ ଚିହ୍ନଟ ହୋଇଛନ୍ତି। ସେହିଭଳି ରାଜସ୍ଥାନ ୬୯, ତେଲେଙ୍ଗାନା ୬୨, ହରିଆଣା ୩୭, କର୍ଣ୍ଣାଟକ ୩୪, ଆନ୍ଧ୍ରପ୍ରଦେଶ ୧୭ ଓ ପଶ୍ଚିମବଙ୍ଗରେ ୧୭ ଜଣ ଚିହ୍ନଟ ହୋଇଛନ୍ତି। ଓଡ଼ିଶାରେ ଓମିକ୍ରନ ଆକ୍ରାନ୍ତଙ୍କ … Continue reading ଦେଶର ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୧୪୩୧କୁ ବୃଦ୍ଧି