28.1 C
Bhubaneswar
Thursday, September 19, 2024
Homeକରୋନାଦିଲ୍ଲୀରେ ଆଉ ୧୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ଦିଲ୍ଲୀରେ ଆଉ ୧୦ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ : ଦିଲ୍ଲୀରେ ପୁଣି ଚିହ୍ନଟ ହେଲେ ଆଉ ୧୦ ଓମିକ୍ରନ ଆକ୍ରାନ୍ତ । ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କୁ ମିଶାଇ ଦିଲ୍ଲୀରେ ଆକ୍ରାନ୍ତଙ୍କ ସଂଖ୍ୟା ୨୦ରେ ପହଞ୍ଚିଛି । ଦେଶରେ ଓମିକ୍ରନ ଦିଲ୍ଲୀରେ ପୁଣି ୧୦ ଓମିକ୍ରନ ଆକ୍ରାନ୍ତ ସଂଖ୍ୟା ୯୭କୁ ବୃଦ୍ଧି ପାଇଛି । ମହାରାଷ୍ଟ୍ରରେ ସର୍ବାଧିକ ୩୨ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ସେହିପରି ମହାରାଷ୍ଟ୍ର ପରେ ରହିଛି ରାଜସ୍ଥାନ । ରାଜସ୍ଥାନରେ ୧୭ଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । କେରଳରେ ୫, ଗୁଜୁରାଟରେ ୫ , କର୍ଣ୍ଣାଟକରେ ୮, ତେଲେଙ୍ଗାନା ୬ ଏବଂ ପଶ୍ଚିମବଙ୍ଗ ୧, ତାମିଲନାଡୁ ୧, ଆନ୍ଧ୍ରପ୍ରଦେଶରେ ମଧ୍ୟ ୧ ଓମିକ୍ରନ ମାମଲା ଠାବ ହୋଇଛି । ଦେଖିବାକୁ ଗଲେ ମହାରାଷ୍ଟ୍ରରେ ସର୍ବାଧିକ ୩୨ଟି ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଯାହାକି ସରକାରଙ୍କ ଚିନ୍ତା ବଢାଇ ଦେଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking