31.1 C
Bhubaneswar
Tuesday, April 30, 2024
Homeଓଡିଶାପିସିିସି ପକ୍ଷରୁ ଡ. ବି.ଆର ଆମ୍ବେଦକର ଜୟନ୍ତୀ ପାଳିତ

ପିସିିସି ପକ୍ଷରୁ ଡ. ବି.ଆର ଆମ୍ବେଦକର ଜୟନ୍ତୀ ପାଳିତ

ଭୁବନେଶ୍ୱର:  ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ଆଜି ଭାରତର ସମ୍ବିଧାନ ପ୍ରଣେତା ଭାରତରତ୍ନ ଡ. ବି. ଆର ଆମ୍ବେଦକଙ୍କର ଜୟନ୍ତୀ ଉତ୍ସବ ଭୁବନେଶ୍ୱର କଂଗ୍ରେସ ଭବନ ଠାରେ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ସକାଳେ ପ୍ରଦେଶ କଂଗ୍ରେସ ବରିଷ୍ଠ ଉପସଭାପତି ଶ୍ରୀ ଶିବାନନ୍ଦ ରାୟଙ୍କ ନେତୃତ୍ୱରେ କଂଗ୍ରେସ ନେତାଗଣ ଏଜି ଛକସ୍ଥିତ ଆମ୍ବେଦକରଙ୍କ ପ୍ରତିମୂର୍ତିରେ ମାଲ୍ୟାର୍ପଣ କରିଥିଲେ। ପରେ କଂଗ୍ରେସ ନେତୃବୃନ୍ଦ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟ ଠାରେ ଆମେଦକରଙ୍କ ପ୍ରତିମୂର୍ତିରେ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ । ଏହି କାର୍ଯ୍ୟକ୍ରମରେ କଂଗ୍ରେସ ନେତୃବୃନ୍ଦ ସର୍ବଶ୍ରୀ  ପୂର୍ବତନ ପିସିସି ସଭାପତି ଜୟଦେବ ଜେନା, ମନୋରଞ୍ଜନ ଦାଶ, ଆଲୋକ ମହାନ୍ତି, ମିହିର ଆଚାର୍ଯ୍ୟ, ଜ୍ୟୋତିଷ ସାହୁ, ସଂକୁନା କହଁର, ସଂଜୟ ମିଶ୍ର, ଖଗେଶ୍ୱର ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking