29.1 C
Bhubaneswar
Wednesday, April 24, 2024
Homeଓଡିଶାରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ

ରାଜ୍ୟରେ ଆଉ ଜଣେ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ରାଜ୍ୟ ପାଇଁ ଏକ ଆଶ୍ୱସ୍ତିର ଖବର । ରାଜ୍ୟରେ ଏବେ ଆଉ ଜଣେ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଭୁବନେଶ୍ୱରର ଆକ୍ରାନ୍ତ ଜଣେ ସୁସ୍ଥ ହୋଇଥିବା ନେଇ ସୂଚନା ମିଳିଛି । ତେବେ ସୁସ୍ଥ ହୋଇଥିବା ରୋଗୀ ଭୁବନେଶ୍ୱର ଅଂଚଳର ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ଟ୍ୱିଟ ଜରିଆରେ ଜଣାଇଛି । ଏଯାବତ ରାଜ୍ୟରେ ମୋଟ ୩୩ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ତ୍ତେବେ ସମୁଦାୟ ୮୩ ଜଣ କରୋନାରେ ଆକ୍ରାନ୍ତ ଥିବା ବେଳେ ଏବେ ୪୯ ଜଣ ଚିକିତ୍ସିତ ହେଉଛନ୍ତି । ଅନ୍ୟପଟେ ଜଣଙ୍କର ମୃତ୍ୟୁ ହୋଇଛି ।
https://onakhabar.com/2020/04/23/2209-sample-test-in-one-day/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking