23.1 C
Bhubaneswar
Friday, November 27, 2026
Homeଦେଶ ବିଦେଶଡିସେମ୍ବର ୨ରେ ରାଜ୍ୟସଭାର ଦିନିକିଆ ଅଧିବେଶନ

ଡିସେମ୍ବର ୨ରେ ରାଜ୍ୟସଭାର ଦିନିକିଆ ଅଧିବେଶନ

ନୂଆଦିଲ୍ଲୀ: ବସିବ ସଂସଦର ସ୍ୱତନ୍ତ୍ର ଅଧିବେଶନ। ଦିନିକିଆ ଅଧିବେଶନ ପାଇଁ ତାରିଖ ଘୋଷଣା ହୋଇଛି।ନଭେମ୍ବର ୩୦ରେ ଲୋକସଭା ଏବଂ ଡିସେମ୍ବର ୨ରେ ରାଜ୍ୟସଭାର ଦିନିକିଆ ଅଧିବେଶନ ବସିବ। ଉଭୟ ଗୃହର ଅଧିବେଶନ ଡିସେମ୍ବର ୩ରେ ଶେଷ ହେବ ବୋଲି କହିଛନ୍ତି କେନ୍ଦ୍ର ସଂସଦୀୟ ବ୍ୟାପାର ମନ୍ତ୍ରୀ କିରେନ୍ ରିଜିଜୁ।ତେବେ ଏହି ଅଧିବେଶନରେ କେଉଁ କେଉଁ ବିଲ୍ ଆସିବ, ସେନେଇ ସରକାରଙ୍କ ପକ୍ଷରୁ ଏଯାଏଁ ସ୍ପଷ୍ଟ ସୂଚନା ମିଳିନାହିଁ। କିନ୍ତୁ ସୀମା ପୁନଃନିର୍ଦ୍ଧାରଣ ବା ଡିଲିମିଟେସନ୍ ଏବଂ ମହିଳା ସଂରକ୍ଷଣ ସହ ଜଡ଼ିତ ସମ୍ବିଧାନ ସଂଶୋଧନ ବିଲ୍ ଆସିବା ନେଇ ରାଜନୈତିକ ମହଲରେ ଆଲୋଚନା ଜୋର୍ ଧରିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking