34.1 C
Bhubaneswar
Sunday, June 8, 2025
Homeଓଡିଶାଗ୍ରୀଷ୍ମ ପ୍ରବାହରେ ବଲାଙ୍ଗିରରେ ଜଣଙ୍କ ମୃତ୍ୟୁ

ଗ୍ରୀଷ୍ମ ପ୍ରବାହରେ ବଲାଙ୍ଗିରରେ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହରେ ବଲାଙ୍ଗିରରେ ଜଣଙ୍କ ମୃତ୍ୟୁକୁ ନେଇ ରାଜସ୍ୱ ମନ୍ତ୍ରୀ ସୁରେଶ ପୁଜାରୀ ପ୍ରତିକ୍ରିୟା ରଖିଛନ୍ତି । କହିଛନ୍ତି , ବଲାଙ୍ଗିରରେ ଜଣଙ୍କ ସମ୍ଭାବ୍ୟ ମୃତ୍ୟୁ ହୋଇଥିବା ରିପୋର୍ଟ ଆସିଛି । ଅନ୍ୟ କୌଣସି ଜିଲ୍ଲାରେ ମୃତ୍ୟୁ  ନେଇ ଖବର ଆସିନାହିଁ । ଜିରୋ କାଜୁଆଲିଟିକୁ ସରକାର ପ୍ରାଧାନ୍ୟ ଦେଇଛନ୍ତି ।  ଅନ୍ୟପଟେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଅସ୍ତବ୍ୟସ୍ତ ହେଉଛି ଜନଜୀବନ । ତାତିରୁ ମିଳୁନାହିଁ ନିସ୍ତାର ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking