29.1 C
Bhubaneswar
Friday, September 18, 2026
Homeଓଡିଶାଝାଡ଼ାବାନ୍ତିରେ ଜଣଙ୍କ ମୃତ୍ୟୁ: ୨୫ରୁ ଅଧିକ ଆକ୍ରାନ୍ତ

ଝାଡ଼ାବାନ୍ତିରେ ଜଣଙ୍କ ମୃତ୍ୟୁ: ୨୫ରୁ ଅଧିକ ଆକ୍ରାନ୍ତ

ନବରଙ୍ଗପୁର: ନବରଙ୍ଗପୁର ଉମରକୋଟ କେନ୍ଦୁଘାଟରେ ଝାଡ଼ାବାନ୍ତି ଆତଙ୍କ। ଝାଡ଼ାବାନ୍ତିରେ ଜଣଙ୍କ ମୃତ୍ୟୁ, ୨୫ରୁ ଅଧିକ ଆକ୍ରାନ୍ତ। ଗତ ଗୁରୁବାରଠାରୁ ଗାଁରେ ଝାଡ଼ାବାନ୍ତି ଆରମ୍ଭ ହୋଇଥିବା ବେଳେ ଧୀରେ ଧୀରେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଗାଁରେ ପହଞ୍ଚି ସ୍ୱାସ୍ଥ୍ୟ ବିଭାଗର ଟିମ୍ ଲୋକଙ୍କୁ ସଚେତନ କରାଇବା ସହ ଆକ୍ରାନ୍ତଙ୍କ ଚିକିତ୍ସା କରିଛନ୍ତି। ୧୦ ଜଣଙ୍କୁ ପୁଜାରିଗୁଡ଼ା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। କେଉଁ କାରଣରୁ ଝାଡ଼ାବାନ୍ତି ବ୍ୟାପୁଛି ସେ ନେଇ ସ୍ୱାସ୍ଥ୍ୟ ବିଭାଗ ଟିମ୍ ଅନୁସନ୍ଧାନ କରୁଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking