ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଅସୁସ୍ଥ

ମାଲକାନଗିରି : ମାଲକାନଗିରି ଜିଲ୍ଲା ପାଣ୍ଡରିପାଣି ଗ୍ରାମରେ ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଅସୁସ୍ଥ ହୋଇଛନ୍ତି । ସୂଚନା ଅନୁଯାୟୀ, ମାଲକାନଗିରି ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ ପାଣ୍ଡରିାଣି ଗ୍ରାମରେ ଏକ ପରିବାର ନିଜ ଘର ନିକଟରେ ହୋଇଥିବା କିଛି ଛତୁ ସଂଗ୍ରହ କରି ତାହାକୁ ଖାଇଥିଲେ । ଏହି ଛତୁ ଖାଇବାର କିଛି ସମୟ ପରେ ସେମାନେ ଅସୁସ୍ଥ ଅନୁଭବ କରିଥିଲେ । ଶରୀର ଅଧିକ ଖରାପ ହେବାରୁ ସମସ୍ତେ ପାଣ୍ଡରିାଣି ଚିକିତ୍ସାଳୟକୁ … Continue reading ବିଷାକ୍ତ ଛତୁ ଖାଇ ଗୋଟିଏ ପରିବାରର ୩ ଅସୁସ୍ଥ