35.1 C
Bhubaneswar
Saturday, May 4, 2024
Homeଓଡିଶାଓଡିଶା ଆସିଲା ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା

ଓଡିଶା ଆସିଲା ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା

ଭୁବନେଶ୍ୱର : ଓଡିଶାକୁ ଆସିଲା ଆଉ ୧ ଲକ୍ଷ କୋଭିସିଲ୍ଡ ଟିକା । ଓଡିଶାକୁ କୋଭିସିଲ୍ଡ ଟିକା ପଠାଇଲା ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆ । ଆଜି ଟିକା ଆସି ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛି । ୧୮ରୁ ୪୪ ବର୍ଷ ଲୋକଙ୍କ ପାଇଁ ଏହି ଟିକା ଭୁବନେଶ୍ୱରକୁ ପଠାଯାଇଛି । ତେବେ ଏହା ପୂର୍ବରୁ ମଧ୍ୟ ଭୁବନେଶ୍ୱରକୁ ଟିକା ପଠାଇଛି ସେରମ ଇନଷ୍ଟିଚ୍ୟୁଟ ।

ରାଜ୍ୟରେ କରୋନା ସଂକ୍ରମଣ ଧିରେ ଧିରେ ବଢିବାରେ ଲାଗିଛି । ଏହାରି ମଧ୍ୟରେ ଟିକା କରଣକୁ ଜୋରଦାର କରିଛନ୍ତି ରାଜ୍ୟ ସରକାର । ତେବେ କିଭଳି କରୋନାକୁ ରୋକି ହେବ ସେନେଇ ବିଭିନ୍ନ ପଦକ୍ଷେପ ମଧ୍ୟ ନିଆଯାଉଛି । କେବଳ ରାଜ୍ୟରେ ନୁହେଁ ଦେଶର ବିଭିନ୍ନ ସ୍ଥାନରେ ମଧ୍ୟ ଟିକାକରଣକୁ ଜୋରଦାର କରାଯାଇଛି ।

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking