28.1 C
Bhubaneswar
Saturday, April 27, 2024
Homeଓଡିଶାଭୁବନେଶ୍ୱରରେ ଆଉ ଜଣେ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱରରେ ଆଉ ଜଣେ କରୋନା ରୋଗୀ ସୁସ୍ଥ

ଭୁବନେଶ୍ୱର: ଗୋଟିଏ ପଟେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ  ଭୁବନେଶ୍ୱରରୁ ଆଉ ଜଣେ କରୋନା ରୋଗୀ ଚିହ୍ନଟ ହୋଇଥିଲେ । ଆଉ ଆଜି ଆଉ ୩ କରୋନା ପଜେଟିଭ ମଧ୍ୟ ଚିହ୍ନଟ ହୋଇଛନ୍ତି । ହେଲେ ଏହାରି ଭିତରେ ଆଜି ରାଜ୍ୟ ପାଇଁ ଏକ ଆଶ୍ୱସ୍ତିର ଖବର ଆସିଛି । ଆଜି ଆଉ ଜଣେ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସୁସ୍ଥ ହୋଇଥିବା କରୋନା ରୋଗୀ ଭୁବନେଶ୍ୱରର ବୋଲି ଜଣାପଡିଛି । ଏହାକୁ ମିଶାଇ ମୋଟ ୩୯ ଜଣ କରୋନା ରୋଗୀ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ତେବେ ଭୁବନେଶ୍ୱରରେ ମୋଟ ୨୭ ଜଣ କରୋନା ରୋଗୀ ସୁସ୍ଥ ହୋଇଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ପରିବାର ଓ କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେଁ ସୂଚନା ଦିଆଯାଇଛି । ଫଳରେ ଏବେ ୧୨୨ ପଜେଟିଭ କେସ ରହିଥିବା ବେଳେ ୮୨ ଟି ଆକ୍ଟିଭ କେସ ରହିଛି ।

https://onakhabar.com/2020/04/29/3-more-corona-positive-in-odisha-2/
 

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking